ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ
ଅଶ୍ୱନୀ – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଦ୍ୱିଜା – ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ
କୃତିକା – ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯