ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ
କୃତିକା - ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ
ରୋହିଣୀ – ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ
ମୃଗଶିରା – ମହିଳା ମାନେ ସମ୍ମାନୀୟ ହେବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬