• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Aquarius

କୁମ୍ଭ

Wednesday 23 Nov 2022

ଧନିଷ୍ଠା – ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ

ଶତଭିଷା – ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି ।

ପୂ , ଭାଦ୍ରପଦ – ପଡୋଶିଙ୍କ ସହ ଦିବାଦ ଦେଖା ଦେଇପାରେ । ଗୁପ୍ତ ଧନର ସନ୍ଧାନ ପାଇ ପାରନ୍ତି

ପ୍ରତିକାର – ନୀଳ ରଙ୍ଗର ବସ୍ତ୍ର ଦାନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :