• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 23 Nov 2022

ମୃଗଶିରା - ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ବିନମ୍ର ରହିବେ । କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ

ଆଦ୍ରା - ଦଳୀୟ ନେତାଙ୍କ ପ୍ରତାରଣାର ଶୀକାର ହୋଇ ପାରନ୍ତି । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି

ପୁନର୍ବସୁ - ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ସୁଖଦ ସମ୍ବାଦ ମିଳିବାର ସମ୍ଭାବନା ଆସିପାରେ

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :