• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Cancer

କର୍କଟ

Wednesday 23 Nov 2022

ପୁନର୍ବସୁ - ପଡୋଶୀଙ୍କ ସହିତ ଶତୃତା ଭାବ ସୃଷ୍ଟି ହୋଇପାରେ । ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତୁପକ୍ଷ ଖୁସିହେବେ । ଦୁର୍ଘଟଣାର ଶିକାର ହୋଇପାରନ୍ତି

ପୁଷ୍ୟା – ମହିଳାଙ୍କୁ କାମରେ ଟିକେ ଆରାମ ମିଳିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ

ଅଶ୍ଳେଷା - ଲେଖାଲେଖି କରୁଥିବା ବ୍ୟକ୍ତିଙ୍କୁ ପ୍ରଂଶସା ମିଳିପାରେ । ଅନ୍ୟ ଜିଲ୍ଲାରେ ବ୍ୟବସାୟ ବିସ୍ତାର କରିବା ଲାଗି ଭାବିବେ

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :