• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Leo

ସିଂହ

Wednesday 23 Nov 2022

ମଘା – କୌଣସି କାର୍ଯ୍ୟରେ ବଡ ଦାୟିତ୍ୱ ନେଇପାରନ୍ତି । ବନ୍ଧୁ ବିଛେଦ ଜନିତ ମନସ୍ଥାପ କରିପାରନ୍ତି । ଶିକ୍ଷାର୍ଥୀଙ୍କୁ ସକାରାତ୍ମକ ଫଳ ମିଳିବ

ପୂ , ଫାଲଗୁନୀ - ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିିକ ସ୍ଥିତି ସୁଧାର ଆସିଯିବ

ଉ ,ଫାଲଗୁନୀ – ସ୍ୱାସ୍ଥ୍ୟରେ ପରିବର୍ତନ ଆସିପାରେ । କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ

ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :