• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Virgo

କନ୍ୟା

Wednesday 23 Nov 2022

ଉ , ଫାଲଗୁନୀ – ଶାରିରୀକ ଦୁର୍ବଳତା ଦେଖାଦେବ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି

ହସ୍ତା – କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

ଚିତ୍ରା – ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ଶାରୀରିକ ପୀଡା ଦୁଶ୍ଚିନ୍ତାର କାରଣ ହୋଇପାରେ

ପ୍ରତିକାର - ସବୁଜ ରଙ୍ଗର ପୋଷାକ ପିନ୍ଧି ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :