• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Libra

ତୁଳା

Wednesday 23 Nov 2022

ଚିତ୍ରା – ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ଗାଡିମଟର ସାବଧନତା ସହ ଚଲାନ୍ତୁ

ସ୍ୱାତୀ – ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି

ବିଶାଖା – ଖେଳାଳିମାନେ ନିଜର ଗୈାରବ ଫେରି ପାଇବେ । ଗାଡିମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ

ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :