• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Scorpio

ବିଛା

Wednesday 23 Nov 2022

ବିଶାଖା – ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହିତ ନୂଆ ନାଟକ ଦେଖିବାକୁ ଯିବେ

ଅନୁରାଧା – ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ

ଜ୍ୟେଷ୍ଠା – ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :