• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Sagittarius

ଧନୁ

Wednesday 23 Nov 2022

ମୂଳା – ପାରିବାରିକ ମାମଲାକୁ ଅଣଦେଖା କରନ୍ତୁ ନାହିଁ । କର୍ମ ନିଯୁକ୍ତି ଓ ସରକାରୀ ସହୟତା ପ୍ରଭୂତି ପାଇବେ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ

ପୂ , ଷାଢା – ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ

ଉ , ଷାଢା – ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ । ଗୃହପୋକରଣ ସଂଗ୍ରହ କରି ପାରନ୍ତି

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :