• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2022: ଆଜି ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ଚନ୍ଦ୍ର – ତୁଳା ଦିବା ୦୪/୦୩ ଗତେ ବିଛା ତିଥି- ୧୪ଶୀ ପ୍ରାତଃ ୦୬/୫୩ ଗତେ ଅମାବାସ୍ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ରାତ୍ରି ୦୯/୩୬ ପର୍ଯ୍ୟନ୍ତ

Capricorn

ମକର

Wednesday 23 Nov 2022

ଉ , ଷାଢା - ମାନସିକ ସ୍ତରରେ ଉନ୍ନତି ଆସିବ । ସରକାରୀ ସାହାଯ୍ୟରୁ ଅର୍ଥ ଲାଭ ହୋଇପାରେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ

ଶ୍ରବଣା – ଭୂମି ଲାଭର ସୂଚନା ମିଳିବ । ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ମହିଳାଙ୍କୁ ଘର କାମରେ ପତିଙ୍କ ସାହାଯ୍ୟ ମିଳିବ

ଧନିଷ୍ଠା – ବ୍ୟବସାୟରେ ନୂଆ ଯୋଜନା କରିବେ । ଛାତ୍ରଛାତ୍ରୀଙ୍କର ଅଧ୍ୟୟନରେ ମନ ଲାଗିବ

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :