• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Aries

ମେଷ

Sunday 23 Oct 2022

ଅଶ୍ୱନୀ – ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । ବନ୍ଧୁଙ୍କ ସହିତ ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ବ୍ୟବସାୟରେ ମାଆ ଲକ୍ଷ୍ମୀଙ୍କ ଆର୍ଶୀବାଦ ଲାଭ କରିପାରନ୍ତି

ଦ୍ୱିଜା – ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । ରାଜନିତିରେ ତାଳ ମେଳ ରଖନ୍ତୁ ଫାଇଦ ହେବ

କୃତିକା – ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମହିଳା ମାନେ ଗପସପରେ ସମୟ ବିତାଇବେ

ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :