• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Taurus

ବୃଷ

Sunday 23 Oct 2022

କୃତିକା - ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ । ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ

ରୋହିଣୀ – ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ବିଦ୍ୟାର୍ଥୀ ପଢାକୁ ନେଇ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ

ମୃଗଶିରା – ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ଅଧିକ ପରିଶ୍ରମି ହେବେ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :