• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Aquarius

କୁମ୍ଭ

Sunday 23 Oct 2022

ଧନିଷ୍ଠା – ଜୀବନରେ ନୂଆ ପ୍ରେମ ସପଂର୍କ ଆରମ୍ଭ ହୋଇପାରେ । ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । କାର୍ଯ୍ୟ କ୍ଷେତ୍ରରେ ମନ ପ୍ରାଣ ଢାଳି କାମ କରିବେ

ଶତଭିଷା – ଛାତ୍ର ଭବିଷ୍ୟତ ଲାଗି ଯୋଜନା ପ୍ରସ୍ତୁତ କରି ପାଠ ପଢନ୍ତୁ । ଉତ୍ତମ ବାଣିଜ୍ୟ, ବ୍ୟବସାୟ ଏବଂ ଉତମ ଆୟ ଲାଭ କରିବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ

ପୂ , ଭାଦ୍ରପଦ – ଋଣ ସୁଝି ନପାରି ଚିନ୍ତାରେ ପଡିପାରନ୍ତି । ମହିଳା ମାନେ ଉଦଯୋଗି ହେବେ

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :