• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Pisces

ମୀନ

Sunday 23 Oct 2022

ପୂ , ଭାଦ୍ରପଦ - ସଡକ ଦୁର୍ଘଟଣା ହୋଇପାରେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ । ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ

ଉ , ଭଦ୍ରପଦ - ଛାତ୍ରିଙ୍କ କ୍ୟାରିଅରେ ନୂଆ ମୋଡ ଆସିପାରେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି

ରେବତୀ – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ

ପ୍ରତିକାର - ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :