• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Gemini

ମିଥୁନ

Sunday 23 Oct 2022

ମୃଗଶିରା - ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।

ଆଦ୍ରା - ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ

ପୁନର୍ବସୁ - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ ସୁଖଭାଗିନୀ ହେବେ ।

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :