• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Cancer

କର୍କଟ

Sunday 23 Oct 2022

ପୁନର୍ବସୁ - ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ଆର୍ôଥକ ପରିସି୍ଥତିରେ ସୁଧାର ଆଣିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ସକାଶେ ମନ ବଳାଇବେ ।

ପୁଷ୍ୟା – ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବା କର୍ମକ୍ଷେତ୍ରରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି

ଅଶ୍ଳେଷା - ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀ ମାନେ ସମାଜରେ ସମ୍ମାନ ପାଇବେ

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :