• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Leo

ସିଂହ

Sunday 23 Oct 2022

ପୂ , ଫାଲଗୁନୀ - ଛାତ୍ରଡଛାତ୍ରୀ ମାନେ ଶିକ୍ଷକଙ୍କ ସହୟତା ପାଇବେ । ବ୍ୟବସାୟରେ ନୂଆ ଜ୍ଞାନ ପ୍ରୟୋଗ କରିବେ । ରାଜନିତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ

ଉ ,ଫାଲଗୁନୀ – ମିଥ୍ୟା ଗୁଜବରେ କାରାଦଣ୍ଡ ହୋଇପାରେ । ଗୃହିଣୀ ମାନଙ୍କ ଦିନଟି ମିଶ୍ରିତ ରହିବ

ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :