• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Virgo

କନ୍ୟା

Sunday 23 Oct 2022

ଉ , ଫାଲଗୁନୀ – ସା୍ୱôସ୍ଥ୍ୟ ଜନିତ ସମସ୍ୟା ଦୂର ହେବ । ନୂତନ ବନ୍ଧୁତ୍ୱ ସୃଷ୍ଟି କରିପାରନ୍ତି । କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ

ହସ୍ତା – ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଗ୍ରହ କରିବେ

ଚିତ୍ରା – କୋର୍ଟର ସହୟତା ପାଇବେ । ମହିଳା ମାନେ ସାଂସାରିକ ଦ୍ରବ୍ୟାଦି ଲାଭ କରିବାରେ ସୁଯୋଗ ପାଇବେ

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :