• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Libra

ତୁଳା

Sunday 23 Oct 2022

ଚିତ୍ରା – ଦୀର୍ଘଦିନରୁ ଭାଙ୍ଗିପଡିଥିବା କୌଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ

ସ୍ୱାତୀ – ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ନୂଆ କାମର ସନ୍ଧାନ ମିଳିପାରେ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ

ବିଶାଖା – ମାଲିମକନ୍ଦମାର ଶୁଣାଣି ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର –ପର୍ଶୁରାମ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :