• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Sagittarius

ଧନୁ

Sunday 23 Oct 2022

ମୂଳା – ଯାତ୍ରା ସମୟରେ ହାତ କିମ୍ବା ଗୋଡରେ ଅଘାତ ଲାଗିପାରେ । କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ

ପୂ , ଷାଢା – ରାଜନିତିରେ ନୂଆ ପଦକ୍ଷେପ ନେବାରୁ ନିବୃତ ରୁହନ୍ତୁ । ବ୍ୟବସାୟରେ ଶତୃ ଯେତେ ସମସ୍ୟା ସୃଷ୍ଟି କରିବେ, ଆପଣଙ୍କର ସେତେ ଲାଭ ହେବ ।

ଉ , ଷାଢା – ଜମିଜମାକୁ ନେଇ ସମାଧାନ ହୋଇଯିବ । ମହିଳାଙ୍କର ଭାଗ୍ୟର ପୁରା ସହଯୋଗ ପାଇବେ

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :