• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥ ô- ୧୩ଶୀ ସନ୍ଧ୍ୟା ୦୬/୦୩ ଗତେ ୧୪ ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ମେଷ ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୨/୩୩ ଗତେ ୧ ପାଦ- କୃଷିହାନି – ଭୂମିଦାନ

Capricorn

ମକର

Sunday 23 Oct 2022

ଉ , ଷାଢା - ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଲୁଗା ବ୍ୟବସାୟୀ ଲାଗି ଦିନଟି ଭଲ ରହିବ

ଶ୍ରବଣା – ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ । ରାଜନିତିରେ ଗମ୍ଭୀର ପ୍ରସଙ୍ଗରେ କଥା ହେବେ

ଧନିଷ୍ଠା – ସାବଧାନ ରୁହନ୍ତୁ ଠକାମିରେ ପଡିପାରନ୍ତି । ମହିଳା ମାନଙ୍କର ଘରୋଇ କାମରେ ବ୍ୟସ୍ତତା ବଢିପାରେ

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :