Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ
/odishatv-khabar/media/media_files/uploadimage/library/16_9/16_9_0/IMAGE_1697080579-365143.jpg)
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର- ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
