• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୈାର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର-  ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର –  ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Monday 23 Oct 2023

କୃତିକା - ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସି ହେବେ । ପରିବାର ଲୋକଙ୍କର ସାହାର୍ଯ୍ୟ ସହଯୋଗ ହେତୁ ଆନନ୍ଦିତ ହେବେ ।

ରୋହିଣୀ - ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବେ ଓ ସୁନାମ ଅର୍ଜନ କରିବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ ।

ମୃଗଶିରା - ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :