• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୈାର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର-  ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର –  ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Monday 23 Oct 2023

ଧନିଷ୍ଠା - ପାରିବାରିକ ସ୍ଥିତି ଓ କର୍ମ କ୍ଷେତ୍ର ପୂର୍ବ ପରି ରହିବ । ବ୍ୟବସାୟ , ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ । ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡିପାରେ ।

ଶତଭିଷା - ଗତକାଲିର କଳି ତକରାଳ ବିଷୟରେ ପର‌୍ୟ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ।

ପୂ, ଭାଦ୍ରପଦ - ଛାତ୍ରଛାତ୍ରି ମାନେ ବିଦ୍ୟାରେ ମନୋନିବେଶ କରି କୃତିତ୍ୱ ହାସଲ କରିବେ । ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି । ନିର୍ମାଣାଧୀନ ଗୃହ, ରାସ୍ତା କାମ, ହଠାତ୍ କିଛିଦିନ ସକାଶେ ଅଟକି ରହିଯାଇପାରେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :