• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୈାର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର-  ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର –  ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Monday 23 Oct 2023

ପୂ, ଭାଦ୍ରପଦ - ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଏଚ୍ଚବାଚ ଓ ବିତର୍କ ଘଟିପାରେ ।

ଉ, ଭାଦ୍ରପଦ - ସରକାରୀ ସହାୟତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାପଢିରେ ନିରନ୍ତର ମନ ଦେବେ । ବିଭିନ୍ନ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତକରିପାରନ୍ତି ।

ରେବତୀ – ମହିଳା ମାନେ ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ଆବଶ୍ୟକତା ପୂରଣ କରିବା ପାଇଁ ପର ପାଖରେ ମୁଣ୍ଡ ନୁଆଇଁବାକୁ ପଡିପାରେ ।

ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :