• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୈାର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର-  ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର –  ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Monday 23 Oct 2023

ମୃଗଶିରା - କାର୍ଯ୍ୟ ବ୍ୟସ୍ତତା କାରଣରୁ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବେ ରହିପାରିବେ ନାହିଁ । ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।

ଆଦ୍ରା - ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତି ଲାଭ ହେବେ ।

ପୁନର୍ବସୁ - ଅଭିଳାଷ ପୂରଣ ଅଭାବରେ ମାନସିକ ଅବସାଦ ହେତୁ ବିରସମନା ରହିବେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ପରିବହନ କ୍ଷେତ୍ରରୁ ସମସ୍ୟା ଦୂର ହୋଇଯିବ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :