• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୈାର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର-  ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର –  ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Monday 23 Oct 2023

ମଘା - ପରିବାରରେ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

ପୂ- ଫାଲ୍‌ଗୁନୀ - ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାର୍ଯ୍ୟ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବେ।

ଉ- ଫାଲ୍‌ଗୁନୀ - ସଭାସମିତିରେ ଏପରି କିଛି ପ୍ରସ୍ତାବମାନ ଦେବେ, ଯାହାକି ବନ୍ଧୁଙ୍କ ମନକୁ ବେଶ୍ ପାଇବ। ପ୍ରକାଶନ, ଏଜେନସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇ ପାରନ୍ତି। ଅଭାବବୋଧ ପ୍ରଭୃତି ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :