• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୈାର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର-  ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର –  ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Monday 23 Oct 2023

ବିଶାଖା - ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ଆଶାକରୁଥିବା ଖବର ପାଇ ଖୁସି ହୋଇଯିବେ । ପୁରାତନ ରୋଗରୁ ଉପଶମ ମିଳିବ ।

ଅନୁରାଧା - ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଅନ୍ୟମାନଙ୍କ କଥାକୁ ସତ୍ୟମନେ କରି ମନରେ ସନ୍ଦେହ ଦେଖାଦେଇପାରେ । ବିଦ୍ୟାର୍ଥୀ ମାନେ ନିଜ ଲକ୍ଷ୍ୟ ସ୍ତଳରେ ପହଞ୍ଚିପାରିବେ ।

ଜ୍ୟୋଷ୍ଠା - ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରୁଣା ନିବେଶ ରେ ଲାଭ ପାଇବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :