Daily Horoscope 23rd October 2023: ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ, ଧନଲାଭର ଯୋଗ

ସୈାର ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ସୋମବାର। ଚନ୍ଦ୍ର- ମକର ରାତ୍ରି ୦୪.୨୨ ଗତେ କୁମ୍ଭ, ତିଥି – ୯ମୀ ସନ୍ଧ୍ୟା ୦୫.୪୫ ଗତେ ୧୦ମୀ, ଘାତ ଚନ୍ଦ୍ର-  ସିଂହ ରାଶିର, ରାତ୍ରି ୦୪.୨୨ ଗତେ ମିଥୁନ ଓ ମୀନ ରାଶିର, ଘାତ ବାର –  ମିଥୁନ ରାଶିର, ପୁଷ୍କର ଦୋଷ – ନାସ୍ତି

Aries

ମେଷ

Monday 23 Oct 2023

ଅଶ୍ୱନୀ - ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ।

ଦ୍ୱିଜା - ରାଜନୈତିକ କ୍ଷେତ୍ରରେ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ଅତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ପ୍ରଶଂସା ପାଇବେ । ଅନ୍ୟମାନଙ୍କୁ ସାମୟିକ ସହେଯାଗ ଦେଇ ପରୋକ୍ଷ ଭାବରେ ପ୍ରଶଂସିତ ହେବେ ।

କୃତିକା - ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ନୂତନ ଯାନବାହନ, ଜମିଜମା, କ୍ରୟବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ ।

ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :