• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Wednesday 23 Oct 2024

ଅଶ୍ୱନୀ- ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ଦ୍ୱିଜା- ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭରୁ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି ।

କୃତିକା- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :