• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Wednesday 23 Oct 2024

ଧନିଷ୍ଠା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ

ଶତଭିଷା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ପୂ,ଭାଦ୍ରପଦ- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :