• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Wednesday 23 Oct 2024

ପୂ,ଭାଦ୍ରପଦ- ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗା ଛ ପଇସା ଖର୍ଚ୍ଚ କରିବାକୁ ପଡିବ

ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ରେବତୀ- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ନିଜ ଟଙ୍କା ସହିତ ବିଶେଷ ସତର୍କ ରହିବା ଉଚିତ ହେବ କାରଣ ଆପଣ ଏହାକୁ ହରାଇବାର ଆଶଙ୍କା ଅଛି । ଏକ କାର କ୍ରୟ କରିବାର ସୁଯୋଗ ଉପସ୍ଥାପନ କରିପାରନ୍ତି

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :