• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Wednesday 23 Oct 2024

ଉ,ଫଳଗୁନି- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆନନ୍ଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ

ହସ୍ତା- କାର‌୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ଚିତ୍ରା- ଧାର୍ମିକ କାର‌୍ୟ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ

ପ୍ରତିକାର - ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :