• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Wednesday 23 Oct 2024

ପୁନର୍ବସୁ- ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ

ପୁଷ୍ୟା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତନ କରିପାରନ୍ତି

ଅଶ୍ଲେଷା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ତରବରିଆ ପଦକ୍ଷେପ ନେଲେ ହଇରାଣରେ ପଡିପାରନ୍ତି ।

ପ୍ରତିକାର – ମା ଭୂବନେଶୂରୀ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :