• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Leo

ସିଂହ

Wednesday 23 Oct 2024

ମଘା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ପୂ,ଫାଲଗୁନି- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ

ଉ,ଫାଲଗୁନି- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :