• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Libra

ତୁଳା

Wednesday 23 Oct 2024

ଚିତ୍ରା- ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିପାରେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ ।

ସ୍ୱାତୀ- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଭଗବାନ୍କୁ ଆରଧନା ଦ୍ୱାରା ମନସ୍କାମନା ପୂରଣ ହେବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ

ବିଶାଖା- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :