• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Wednesday 23 Oct 2024

ବିଶାଖା- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯର୍୍ୟର ପରିବର୍ତ୍ତନ ହୋଇ ଆପଣଙ୍କ ଆର୍ôଥକ ସ୍ଥିତି ବହୁତ ଭଲ ରହିବ । ମିତ୍ରଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସମ୍ପର୍କରେ ଘୃଣା ଏବଂ ବିରକ୍ତି ଦୂର ହେବ

ଅନୁରାଧା- ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ଜ୍ୟେଷ୍ଠା- ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ

ପ୍ରତିକାର – ମନ୍ଦାର ଫୁଲକୁ ସୂର‌୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :