• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜୀବନରେ ନୂଆ ସଂକେତ ମିଳିପାରେ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ବୁଧବାର ।ଚନ୍ଦ୍ର- ମିଥୁନ ରାତ୍ରି ୧୨.୦୩ ଗତେ କର୍କଟ, ତିଥି- ୭ମୀ ରାତ୍ରି ୦୧.୧୯ ଗତେ ୮ମୀ,ଘାତଚନ୍ଦ୍ର- କନ୍ୟା ରାଶିର , ରାତ୍ରି ୧୨.୦୩ ପର୍ଯ୍ୟନ୍ତ ,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୧୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Capricorn

ମକର

Wednesday 23 Oct 2024

ଉ,ଷାଢା- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପିଲା ମାନଙ୍କ ପଢାକୁ ନେଇ ମନ ଖୁସି ରହିବ ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଆନନ୍ଦିତ ହେବେ । ବ୍ୟବସାୟରେ ଭାଗୀଦାରଙ୍କ ସହ ମନାନ୍ତର ଦୂରେଇ ଯିବ ।

ଶ୍ରବଣା- ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ

ଧନିଷ୍ଠା- ଚାକିରି କ୍ଷେତ୍ରରେ କୁ ଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :