• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Friday 23 Sep 2022

କୃତିକା - କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ ।

ରୋହିଣୀ – ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ ।

ମୃଗଶିରା – ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ ।

ପ୍ରତିକାର – ଗାଇକୁ ଦୂବ ଘାସକୁ ନିଜ ହାତରେ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :