• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Friday 23 Sep 2022

ପୂ , ଭାଦ୍ରପଦ - ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।

ଉ , ଭଦ୍ରପଦ - କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ ।

ରେବତୀ – ଅଶାନ୍ତିର ବାତାବରଣ ଘଟି ଅର୍ଥ ବ୍ୟୟ ହେବା ସଙ୍ଗେ ସଙ୍ଗେ ମନସ୍ତାପ ଦେଖାଦେବ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ରକୁ ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :