• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Friday 23 Sep 2022

ମୃଗଶିରା - ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ ।

ଆଦ୍ରା - ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି ।

ପୁନର୍ବସୁ - ଆପଣଙ୍କ ସ୍ଥିତି ବିପର୍ଯ୍ୟସ୍ତ ହୋଇପାରେ ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :