• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Friday 23 Sep 2022

ପୁନର୍ବସୁ - ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।

ପୁଷ୍ୟା – ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ ।

ଅଶ୍ଳେଷା - ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି ।

ପ୍ରତିକାର – ଅରୁଆ ଚାଉଳରେ ମହୁ ମିଶାଇ ଜଳରେ ଭସାୟି ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :