• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Friday 23 Sep 2022

ମଘା – ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ।

ପୂ , ଫାଲଗୁନୀ - ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ ।

ଉ ,ଫାଲଗୁନୀ – ବିଦ୍ୟାର୍ଥୀ ମାନେ କୁସଙ୍ଗ ଦୋଷରୁ ଦୂରରେ ରହିବେ ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :