• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Friday 23 Sep 2022

ଉ , ଫାଲଗୁନୀ – ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ହସ୍ତା – ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।

ଚିତ୍ରା – ଚାକିରୀ କ୍ଷେତ୍ରରେ ସମ୍ମାନ ଲାଭ କରିବେ ।

ପ୍ରତିକାର - ନାରାୟଣଙ୍କୁ ତୁଳସୀ ପତ୍ର ଭୋଗ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :