• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Friday 23 Sep 2022

ବିଶାଖା – ଅନ୍ୟ ମାନଙ୍କ ଠାରୁ ହାତେ ମାପି ଚାଖଣ୍ଡେ ଚାଲିବା ନୀତି ଅବଲମ୍ବନ କରନ୍ତୁ ।

ଅନୁରାଧା – ଶୁଭ କାମରେ ବାଧାବିଘ୍ନ ଓ ବିଳମ୍ବ ପ୍ରକ୍ରିୟା ଦେଖା ଦେଇପାରେ ।

ଜ୍ୟେଷ୍ଠା – ମହିଳା ମାନେ କାହାରିକୁ ସନ୍ତୁଷ୍ଟ କରି ନପାରନ୍ତି ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :