• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Friday 23 Sep 2022

ମୂଳା – କର୍ମକ୍ଷେତ୍ରରେ ଭାରସାମ୍ୟ ରହିବ ନାହିଁ, ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହେବ ।

ପୂ , ଷାଢା – କୈାଣସି ଠକାମିର ଶିକାର ହୋଇପାରନ୍ତି, ସେଥିପାଇଁ ସାବଧାନତା ଅବଲମ୍ବନ କରନ୍ତୁ ।

ଉ , ଷାଢା – ବୃଥା କାର୍ଯ୍ୟରେ ବ୍ୟୟ ବଢିପାରେ ।

ପ୍ରତିକାର – ଗୁରୁଜନ ମାନଙ୍କର ଆଜ୍ଞା ପାଳନ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :