• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Sept 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ତିଥି – ୧୩ ଶୀ ରାତ୍ରି ୦୨/୩୧ ଗତେ ୧୪ଶୀ, ଚନ୍ଦ୍ର - ସିଂହ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ଅହୋରାତ୍ର, ଘାତ ବାର – ବିଛା , ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ – ନାସ୍ତି

Capricorn

ମକର

Friday 23 Sep 2022

ଉ , ଷାଢା - ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।

ଶ୍ରବଣା – ପାରିବାରିକ ଅଶାନ୍ତି ଆଦୌ ରହିବ ନାହିଁ ।

ଧନିଷ୍ଠା – ସର୍ବଦା କାର୍ଯ୍ୟଶୀଳ ବୋଲାଇବେ ଓ ଆର୍ଥିକ ଚିନ୍ତା ରହିବ ନାହିଁ ।

ପ୍ରତିକାର – ସକାଳୁ ଗାଧୋଇ ସାରି ବରଗଛ ମୂଳରେ କ୍ଷୀର ଢାଳନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :