• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Taurus

ବୃଷ

Saturday 23 Sep 2023

କୃତିକା- କୌଣସି କଥାକୁ ଠିକ୍ ଭାବେ ବିଚାର ନ କରି ଓ ଭୁଲ୍ ନିଷ୍ପତ୍ତି ନେଇ ପରେ ଅନୁତାପ କରିପାରନ୍ତି । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ପରିବାରରେ ମହିଳା ମାନଙ୍କର ସ୍ୱାସ୍ଥ୍ୟରେ କିଛି ମାତ୍ରାରେ ଅବନତି ଦେଖାଦେଇପାରେ । 
ରୋହିଣୀ- ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର‌୍ୟ୍ୟରେ ଅଗ୍ରଗତି ଘଟିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । 
ମୃଗଶିରା-ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।      

ପ୍ରତିକାର – ଶୁକ୍ରଙ୍କର  ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :