• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Aquarius

କୁମ୍ଭ

Saturday 23 Sep 2023

ଧନିଷ୍ଠା- ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବନ୍ଧୁତ୍ୱ ସୃଷ୍ଟି ହେବ । 
ଶତଭିଷା- କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି । ଟିକିଏ ଟିକିଏ କଥାରେ ରାଗି ଯାହା ମନକୁ ଆସିଲା କହି ପକାଇବା ଦ୍ୱାରା କିଛି ସମସ୍ୟା ଆସିପାରେ । ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ
ପୂ,  ଭାଦ୍ରପଦ- ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧ୍ୟ ବାଧକତାରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଆତ୍ମୀୟମାନେ ଆପଣଙ୍କ କାମକୁ ସୁଗମ କରିପାରନ୍ତି।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :